ୟୁପି ବସ୍ ଦୁର୍ଘଟଣା: ଉପରାଷ୍ଟ୍ରପତିଙ୍କ ଶୋକ ବ୍ୟକ୍ତ
ନୂଆଦିଲ୍ଲୀ, ସେପ୍ଟେମ୍ବର 24: ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନ ଗୁରୁବାର ଦିନ ଉତ୍ତର ପ୍ରଦେଶରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ ଏକ୍ସରେ ଲେଖିଛନ୍ତି,
उत्तर प्रदेश में यमुना एक्सप्रेस-वे पर जलती बस की एक झलक।


ନୂଆଦିଲ୍ଲୀ, ସେପ୍ଟେମ୍ବର 24: ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନ ଗୁରୁବାର ଦିନ ଉତ୍ତର ପ୍ରଦେଶରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ ଏକ୍ସରେ ଲେଖିଛନ୍ତି, ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖିତ, ଯେଉଁଥିରେ ଅନେକ ଲୋକ ପ୍ରାଣ ହରାଇଥିଲେ। ପୀଡ଼ିତଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା। ଏହି ଘଟଣାରେ ଯେଉଁମାନେ ଆହତ ହୋଇଛନ୍ତି, ମୁଁ ସେମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।

--------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande