ଲହରୀ ଟିମ୍ କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ) - ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ଲହରୀ''ର ନିର୍ମାତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଓଡ଼ିଶାର କଳା ଜଗତକୁ ସମୃଦ୍ଧ କରିବାରେ ଏପରି ଉଦ୍ୟମ ଆହୁରି ବଳିଷ୍ଠ ହେଉ ବୋଳି ନବୀନ କାମନା କରିଛନ
yjhn


ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ) - ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ଲହରୀ'ର ନିର୍ମାତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଓଡ଼ିଶାର କଳା ଜଗତକୁ ସମୃଦ୍ଧ କରିବାରେ ଏପରି ଉଦ୍ୟମ ଆହୁରି ବଳିଷ୍ଠ ହେଉ ବୋଳି ନବୀନ କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande