
ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)- ସ୍କୁଲଗୁଡିକୁ ଜାରି
ରହିଛି ତ୍ରୁଟିଶୂନ୍ୟ ପାଠ୍ୟ ପୁସ୍ତକ ଯୋଗାଣ । ସଂଶୋଧିତ ପୁସ୍ତିକା ପାଇଁ ଖର୍ଚ୍ଚ ହେଲାଣି 175
କୋଟି ଟଙ୍କା । ଏନେଇ ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା