ମୁଖ୍ୟ ନିର୍ବାଚନ କମିସନରଙ୍କ ଇସ୍ତଫା ଦାବି କଲେ ନବୀନ
ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)- ମୁଖ୍ୟ ନିର୍ବାଚନ କମିସନର (ସିଇସି)ଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ତୁରନ୍ତ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟାର
ମୁଖ୍ୟ ନିର୍ବାଚନ କମିସନରଙ୍କ     ଇସ୍ତଫା ଦାବି କଲେ ନବୀନ


ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)- ମୁଖ୍ୟ

ନିର୍ବାଚନ କମିସନର (ସିଇସି)ଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ତୁରନ୍ତ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟାର

ପୁନଃସମୀକ୍ଷା ଆବଶ୍ୟକ । ଏସ୍ଆଇଆର୍ କାର୍ଯ୍ୟକ୍ରମକୁ ବିଜେଡି ପ୍ରଥମରୁ ବିରୋଧ କରୁଛି ।

ଏସଆଇଆରକାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ହୋଇଥିବା ନବୀନ ପଟ୍ଟନାୟକ

କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande