ଆସନ୍ତା ୩୦ରେ ନବ ନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା
ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.) - ଆସନ୍ତା ୩୦ରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ପାଠ୍ୟ ପୁସ୍ତକରେ ତ୍ରୁଟି ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବନ୍ଦ ଡାକରା ଦିଆଯାଇଛି । ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯ
ଆସନ୍ତା ୩୦ରେ ନବ ନିର୍ମାଣ     କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା


ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.) - ଆସନ୍ତା ୩୦ରେ

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ପାଠ୍ୟ ପୁସ୍ତକରେ ତ୍ରୁଟି

ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବନ୍ଦ ଡାକରା ଦିଆଯାଇଛି । ନବ ନିର୍ମାଣ କୃଷକ

ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଏନେଇ ସୂଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande