ଆଗଲପୁରସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଲେପ୍ରା ସୋସାଇଟିର ମହାନଦୀ ଭିଜନ ସେଣ୍ଟର ଉଦ୍ଘାଟନ  କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ସେପ୍ଟେମ୍ବର (ହି.ସ.)- ବଲାଙ୍ଗିର ଜିଲ୍ଲା ଆଗଲପୁରସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଲେପ୍ରା ସୋସାଇଟିର ମହାନଦୀ ଭିଜନ ସେଣ୍ଟର ଶୁଭ ଉଦ୍ଘାଟନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ଏହି ଭିଜନ ସେଣ୍ଟର ସ୍ଥାନୀୟ ଅଞ୍ଚଳର ଜନସା
ମହାନଦୀ ଭିଜନ ସେଣ୍ଟର


ଭୁବନେଶ୍ୱର, 27 ସେପ୍ଟେମ୍ବର (ହି.ସ.)- ବଲାଙ୍ଗିର

ଜିଲ୍ଲା ଆଗଲପୁରସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଲେପ୍ରା ସୋସାଇଟିର ମହାନଦୀ ଭିଜନ

ସେଣ୍ଟର ଶୁଭ ଉଦ୍ଘାଟନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ଏହି ଭିଜନ ସେଣ୍ଟର

ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ଗୁଣାତ୍ମକ ଓ ସୁଲଭ ଚକ୍ଷୁ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ

ସହାୟକ ହେବ। ବିଶେଷକରି ଚକ୍ଷୁ ପରୀକ୍ଷା, ଚିକିତ୍ସା ଓ ଆବଶ୍ୟକ ସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଦିଗରେ

ଏହା ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande