ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସାରସ୍ୱତ ସାଧକ, ପ୍ରବୀଣ ସମାଲୋଚକ ତଥା ଶିକ୍ଷାବିତ୍ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ
ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୨୯ ସେପ୍ଟେମ୍ବର (ହି.ସ.)। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସାରସ୍ୱତ ସାଧକ, ପ୍ରବୀଣ ସମାଲୋଚକ ତଥା ଶିକ୍ଷାବିତ୍ ପ୍ରଫେସର ଗୌରୀ କୁମାର ବ୍ରହ୍ମାଙ୍କ ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଶିକ୍ଷାର ପ୍ରସାର କ୍ଷେତ୍ରରେ ତାଙ୍କର ଯୁଗାନ୍ତକାରୀ ଅବଦାନ ତଥା ଅପ୍ରତିଦ୍ୱନ୍ଦ୍ୱୀ ବାଗ୍ମିତା ଚିରସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande