
ଭୁବନେଶ୍ୱର, 30 ସେପ୍ଟେମ୍ବର (ହି.ସ.)- ଆଜି ବୁଧବାର
ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ
ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର୧୦ଟା
ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା