ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝାଙ୍କୁ କ୍ରୀଡା ମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୩୦ ସେପ୍ଟେମ୍ବର (ହି.ସ.) - ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝାଙ୍କୁ ଭାରତୀୟ କ୍ରିକେଟ କେଂଟ୍ରାଲ ବୋର୍ଡର ଅନ୍ତରୀଣ ଅଧ୍ୟକ୍ଷ ଭାବେ ଚୟନ କରାଯାଇଥିବାରୁ ରାଜ୍ୟ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେ ତାଙ୍କର
sg


ଭୁବନେଶ୍ୱର, ୩୦ ସେପ୍ଟେମ୍ବର (ହି.ସ.) - ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝାଙ୍କୁ ଭାରତୀୟ କ୍ରିକେଟ କେଂଟ୍ରାଲ ବୋର୍ଡର ଅନ୍ତରୀଣ ଅଧ୍ୟକ୍ଷ ଭାବେ ଚୟନ କରାଯାଇଥିବାରୁ ରାଜ୍ୟ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେ ତାଙ୍କର ଅଭିଜ୍ଞତା ଓ ଦକ୍ଷତା ବଳରେ ଭାରତୀୟ କ୍ରିକେଟକୁ ଆହୁରି ଉଚ୍ଚ ସ୍ତରକୁ ନେଇ ଯାଆନ୍ତୁ ବୋଲି ସେ କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande