ଭୀଷଣ ବର୍ଷା ସମ୍ଭାବନା : ୯ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୪ ସେପ୍ଟେମ୍ବର (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୪ ତାରିଖ ସକାଳ ଠାରୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ପରବର୍ତୀ ୨ ଦିନ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୀଷଣ ବର୍ଷା ନେଇ ୯ ତାରିଖ ସକାଳ ଠାରୁ
୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ


୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୪ ସେପ୍ଟେମ୍ବର (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୪ ତାରିଖ ସକାଳ ଠାରୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ପରବର୍ତୀ ୨ ଦିନ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଭୀଷଣ ବର୍ଷା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande