ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ
ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି

କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ

ଅଭିନନ୍ଦନ । ଭଗବାନ ଶ୍ରୀକୃଷ୍ଣଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande