
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଆଜି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି । ଭୁବନେଶ୍ବରରେ
ଆର୍ଥିକ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହିତାଧିକାରୀଙ୍କ
ଆକାଉଣ୍ଟକୁ ଡିବିଟିରେ ଯିବ ୮୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା । ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ୱ
କୃଷକ ପରିବାର ଉପକୃତ ହେବେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା