
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସରେ
ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ ସମାଜ ସଂସ୍କାରକ ସ୍ୱାମୀ
ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା