ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀର ଅନେକ ଶୁଭକାମନା। ପ୍ରଭୁ ଶ୍ରୀକୃଷ୍ଣଙ୍କ ପାଖରେ
ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ସାଂସଦ

ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ

କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀର ଅନେକ ଶୁଭକାମନା। ପ୍ରଭୁ ଶ୍ରୀକୃଷ୍ଣଙ୍କ ପାଖରେ

ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande