
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ସାଂସଦ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର
ପ୍ରଧାନ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ ତଥା ଗବେଷକ ଡ. କୁଞ୍ଜବିହାରୀ
ତ୍ରିପାଠୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା