'ବେଦାନ୍ତ କେଶରୀ' ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)-''ବେଦାନ୍ତ କେଶରୀ'' ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସମାଜ ସଂସ୍କାରକ ''ବେଦାନ୍ତ କେଶରୀ'' ସ୍ଵାମୀ
'ବେଦାନ୍ତ କେଶରୀ' ସ୍ଵାମୀ     ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)-'ବେଦାନ୍ତ କେଶରୀ' ସ୍ଵାମୀ

ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସମାଜ ସଂସ୍କାରକ 'ବେଦାନ୍ତ କେଶରୀ' ସ୍ଵାମୀ

ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande