ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ  ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶିଷ୍ଟ ଶିକ୍ଷାବିତ୍
ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ  ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ     ରାଜ୍ୟପାଳ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି

କରି ସେ କହିଛନ୍ତି ଯେ, ବିଶିଷ୍ଟ ଶିକ୍ଷାବିତ୍ ତଥା ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ

ଜନ୍ମ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande