
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି
କରି ସେ କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ
ଶୁଭେଚ୍ଛା। ପ୍ରଭୁ ଶ୍ରୀକୃଷ୍ଣଙ୍କର କୃପାଦୃଷ୍ଟି ସଦାସର୍ବଦା ସମସ୍ତଙ୍କ ଉପରେ ରହିଥାଉ।
ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ
ଆନନ୍ଦରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା