ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ  ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଶିକ୍
ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ  ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି     ସିଂହଦେଓ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଗବେଷକ ଡ. କୁଞ୍ଜବିହାରୀ ତ୍ରିପାଠୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏହି ଅବସରରେ ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି

କରି ସେ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍ ତଥା ଗବେଷକ ଡ. କୁଞ୍ଜବିହାରୀ

ତ୍ରିପାଠୀଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande