ମା' ମାଣିକେଶ୍ବରୀଙ୍କ ଦର୍ଶନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- କଳାହାଣ୍ଡି ଜିଲ୍ଲା ଗସ୍ତ ଅବସରରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା'' ମାଣିକେଶ୍ବରୀଙ୍କ ଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ମା''ଙ୍କ ଶୁଭ ଆଶୀର୍ବାଦ ଆମ ସମସ୍ତଙ୍କ ଜୀବନରେ ଖୁସି ଓ ଆନନ୍
ମା' ମାଣିକେଶ୍ବରୀଙ୍କ ଦର୍ଶନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- କଳାହାଣ୍ଡି ଜିଲ୍ଲା ଗସ୍ତ ଅବସରରେ କଳାହାଣ୍ଡିର

ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ବରୀଙ୍କ ଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ମା'ଙ୍କ ଶୁଭ ଆଶୀର୍ବାଦ

ଆମ ସମସ୍ତଙ୍କ ଜୀବନରେ ଖୁସି ଓ ଆନନ୍ଦ ଭରିଦେଉ ବୋଲି ସେ କାମନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande