ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସମାଜ ସଂସ୍କାରକ ''ବେଦାନ
ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ତିରୋଧାନ ଦିବସରେ ତାଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ତିରୋଧାନ ଦିବସରେ

ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ସୋସିଆଲ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସମାଜ ସଂସ୍କାରକ 'ବେଦାନ୍ତ କେଶରୀ' ସ୍ଵାମୀ

ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି। ତାଙ୍କର ତ୍ୟାଗ, ମାର୍ଗଦର୍ଶନ ଓ

ନିଷ୍ଠାପର ସେବା ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାର ଉତ୍ସ ହୋଇରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande