ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ନବୀନ କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ
ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ

ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ନବୀନ

କହିଛନ୍ତି ଯେ, ପବିତ୍ର ଜନ୍ମାଷ୍ଟମୀର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ

ଶ୍ରୀକୃଷ୍ଣଙ୍କ ଅପାର କରୁଣା ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande