ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ପ୍ରଭାତି ପରିଡା କହିଛନ୍ତି ଯେ, ବେଦାନ୍ତ କେଶରୀ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ
ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ନମନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି

କରି ପ୍ରଭାତି ପରିଡା କହିଛନ୍ତି ଯେ, ବେଦାନ୍ତ କେଶରୀ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ

ବଳିଦାନ ଦିବସରେ କୋଟି କୋଟି ପ୍ରଣାମ । ଜନଜାତିଙ୍କ ଶିକ୍ଷା ଏବଂ ଧର୍ମ ଓ ସଂସ୍କୃତିର ସୁରକ୍ଷା

ପାଇଁ ତାଙ୍କ ଅବଦାନ ଚିରକାଳ ସ୍ମରଣୀୟ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande