ଇଓଏସ-05ର ସଫଳ ଉତ୍କ୍ଷେପଣ ପାଇଁ ଇସ୍ରୋ ଟିମକୁ ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଇଓଏସ-05ର ସଫଳ ଉତ୍କ୍ଷେପଣ ପାଇଁ ଇସ୍ରୋ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାକାଶ କ୍ଷେତ୍ରରେ ଭାରତ ପାଇଁ ଆଉ ଏକ ଗର୍ବର ମୁହୂର୍ତ୍ତ
ଇଓଏସ-05ର ସଫଳ ଉତ୍କ୍ଷେପଣ ପାଇଁ ଇସ୍ରୋ ଟିମକୁ ଶୁଭେଚ୍ଛା ଜଣାଇଲେ ପ୍ରଭାତି     ପରିଡା


ଭୁବନେଶ୍ୱର, 04 ସେପ୍ଟେମ୍ବର (ହି.ସ.)- ଇଓଏସ-05ର ସଫଳ ଉତ୍କ୍ଷେପଣ ପାଇଁ ଇସ୍ରୋ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ

କହିଛନ୍ତି ଯେ, ମହାକାଶ କ୍ଷେତ୍ରରେ ଭାରତ ପାଇଁ ଆଉ ଏକ ଗର୍ବର ମୁହୂର୍ତ୍ତ!

ପ୍ରଭାତି ପରିଡା କହିଛନ୍ତି ଯେ, ଇଓଏସ-05କୁ ନେଇ ଜିଏସଏଲଭି-ଏଫ17ର ସଫଳ ଉତ୍କ୍ଷେପଣ

ପାଇଁ ଇସ୍ରୋକୁ ହାର୍ଦ୍ଦିକ ଅଭିନନ୍ଦନ। ଏହି ଉଲ୍ଲେଖନୀୟ ସଫଳତା ମହାକାଶ ପ୍ରଯୁକ୍ତି, ନବସୃଜନ ଓ

ବୈଜ୍ଞାନିକ ଉତ୍କର୍ଷତା କ୍ଷେତ୍ରରେ ଭାରତର ବଢ଼ୁଥିବା ଶକ୍ତିର ପ୍ରତିଫଳନ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande