ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଓଡ଼ିଶାର ୨ ଶିକ୍ଷକଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର, ୫ ସେପ୍ଟେମ୍ୱର (ହି.ସ)- ପବିତ୍ର ଗୁରୁ ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬ରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଠାରୁ ପୁରସ୍କାର ପାଇଥିବା ଓଡ଼ିଶାର ପଦରାଜ ଉମାକାନ୍ତ ନାୟକ ଓ ମହମ୍ମଦ ଜାଫର ଆଲାମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ର
gkf


ଭୁବନେଶ୍ୱର, ୫ ସେପ୍ଟେମ୍ୱର (ହି.ସ)- ପବିତ୍ର ଗୁରୁ ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬ରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଠାରୁ ପୁରସ୍କାର ପାଇଥିବା ଓଡ଼ିଶାର ପଦରାଜ ଉମାକାନ୍ତ ନାୟକ ଓ ମହମ୍ମଦ ଜାଫର ଆଲାମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ। ଶିକ୍ଷାଦାନ କ୍ଷେତ୍ରରେ ସେମାନଙ୍କ ଅବଦାନ ସମସ୍ତଙ୍କୁ ପ୍ରେରିତ କରିପାରିଛି, ଯାହାକୁ ନେଇ ଆଜି ସାରା ରାଜ୍ୟ ଗର୍ବିତ ବୋଲି ଏହି ଅବସରରେ କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande