
ସମ୍ବଲପୁର, ୦୭, ସେପ୍ଟେମ୍ବର (ହି.ସ.) ସୋମବାର ପୂର୍ବାହ୍ନରେ ଧନକଉଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୋଟ ୪୫ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ଟି ୩୭ ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୮ ଟି ସମସ୍ୟା ଗୋଷ୍ଠୀ ସମସ୍ୟା ସହିତ ଜଡିତ ଥିଲା ।
ହିନ୍ଦୁସ୍ଥାନ ସମାଚାର / ଶୈଳେଶ