
ଭୁବନେଶ୍ୱର, ୦୮ ସେପ୍ଟେମ୍ବର (ହି.ସ.) - ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ପି.ଜି. କାଉନସିଲ୍ ଅଧ୍ୟକ୍ଷ, କୁଳସଚିବ ଏବଂ ବିଶ୍ୱବିଦ୍ୟାଳୟର ଅନ୍ୟ ବରିଷ୍ଠ ଅଧ୍ୟାପକମାନେ ମଙ୍ଗଳବାର ଲୋକ ଭବନ ଆସି ଓଡ଼ିଶାର ରାଜ୍ୟପାଳ ଡ଼ଃ ହରି ବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରିଥିଲେ।
ଏହି ଅବସରରେ ବିଶ୍ୱବିଦ୍ୟାଳୟର ସାମଗ୍ରିକ କାର୍ଯ୍ୟକଳାପ, ଶିକ୍ଷାଦାନ ଓ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରାଯାଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା