ବିଶ୍ବନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.) – କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ବନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ବିଶ୍ବନାଥ ମିଶ୍ରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ---------------
ବିଶ୍ବନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.) – କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ବନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ବିଶ୍ବନାଥ ମିଶ୍ରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande