କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର, ୧୮ ଅକ୍ଟୋବର (ହି.ସ.)- କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍
କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ଵର, ୧୮ ଅକ୍ଟୋବର (ହି.ସ.)- କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande