ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)ର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଉତ୍କଳରତ୍ନ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଶା ମାଟିର ଗୌରବ ଗାଥାର ପ୍
ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)ର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଉତ୍କଳରତ୍ନ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଶା ମାଟିର ଗୌରବ ଗାଥାର ପ୍ରଚାର ପ୍ରସାର କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande