ମେଘନାଦ ପାଚେରୀ ଫାଟର ମରାମତି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ମେଘନାଦ ପାଚେରୀ ଫାଟର ମରାମତି ପ୍ରକ୍ରିୟା ଆରମ୍ଭ ଆରମ୍ଭ ହୋଇଛି । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ପାଚେରୀରେ ଥିବା ଫାଟ ଅନେକ ଦିନର । ବିଭିନ୍ନ ସମୟରେ ବିଭିନ୍ନ ପ୍ରକାରର ଏଭିକ୍ସନ
ମେଘନାଦ ପାଚେରୀ ଫାଟର    ମରାମତି ପ୍ରକ୍ରିୟା ଆରମ୍ଭ


ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ମେଘନାଦ

ପାଚେରୀ ଫାଟର ମରାମତି ପ୍ରକ୍ରିୟା ଆରମ୍ଭ ଆରମ୍ଭ ହୋଇଛି । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱରାଜ

ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ପାଚେରୀରେ ଥିବା ଫାଟ ଅନେକ ଦିନର । ବିଭିନ୍ନ ସମୟରେ ବିଭିନ୍ନ ପ୍ରକାରର ଏଭିକ୍ସନ

ସମୟରେ ଏହି ଫାଟ ହୋଇଛି । ଏନେଇ ଏଏସଆଇକୁ ଚିଠି ଲେଖା

ହୋଇଥିଲା । ତେବେ ସେ ଫାଟର ଗୋଟିଏ ପର୍ମାନେଟ୍

ରିପେରିଂ ପାଇଁ ଏଏସଆଇ ପ୍ରକ୍ରିୟା ଆରମ୍ଭ କରିଛି । ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ଫାଟ ଗୁଡ଼ିକର

ପରମାନେଟ ରିପାରିଂ କରିବା ସହ ମନ୍ଦିରର ବିଭିନ୍ନ ସ୍ଥାନରୁ ଯେଉଁ ପାଣି ଗଲୁଛି ତାକୁ ନେଇ ମଧ୍ୟ ଗୋଟିଏ କପ୍ରିହେନ୍ସିଭ ପ୍ଲାନ ପ୍ରସ୍ତୁତ ହୋଇଛି ।

ଖୁବ୍ ଶୀଘ୍ର ସେ ସବୁର କାମ ଖୁବ୍ ଶୀଘ୍ର ଶେଷ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande