ଭୁବନେଶ୍ୱର, ୨୧ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହା ପରବର୍ତୀ ତିନି ଦିନରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ