ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ
ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ଜନଜାତି ଜନନାୟକ ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande