ଗୋଆର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମ ଦିନରେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, 24 ଏପ୍ରିଲ –ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ଜନ୍ମ ଦିନରେ ଶ
ଗୋଆର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମ ଦିନରେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ, 24 ଏପ୍ରିଲ –ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ଜନ୍ମ ଦିନରେ ଶୁଭକାମନା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ଜନ୍ମ ଦିନରେ ଶୁଭକାମନା । ଗୋଆର ଲୋକ ମାନଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବାକୁ ସେ ଖିୁବ ପ୍ରୟାୟ କରୁଛନ୍ତି । ତାଙ୍କର ସୁସ୍ଥ ଓ ନିରାମୟ ଜୀବନ ପାଇଁ କାମନା କରୁଛି ।

ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ


 rajesh pande