ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, 27 ଏପ୍ରିଲ (ହି.ସ.) ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ
ଦଳବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ


ଭୁବନେଶ୍ୱର, 27 ଏପ୍ରିଲ (ହି.ସ.) ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ପ୍ରଦୀପ ପତ୍ରୀ ଏବଂ କଟକ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ଯାଜ୍ଞସେନୀ ଜେନାଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ


 rajesh pande