ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ନାମାଙ୍କନ
ଗଞ୍ଜାମ, ୩୦ ଅପ୍ରେଲ (ହି.ସ.)- ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ବିଧାୟକ ରମେଶ ଚନ୍ଦ୍ର ଜେନା ଏକ ବିରାଟ ପଟୁଆରରେ ଯା
ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ନାମାଙ୍କନ


ଗଞ୍ଜାମ, ୩୦ ଅପ୍ରେଲ (ହି.ସ.)- ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ବିଧାୟକ ରମେଶ ଚନ୍ଦ୍ର ଜେନା ଏକ ବିରାଟ ପଟୁଆରରେ ଯାଇ ଛତ୍ରପୁର ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଫଳରେ କଂଗ୍ରେସ କର୍ମୀ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି ।

ହିନ୍ଦୁସ୍ଥାନ ସମାଚାର/ହୃଷୀକେଶ/ପ୍ରଦୀପ୍ତ/ସମନ୍ୱୟ


 rajesh pande