ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କ ନାମାଙ୍କନ
ଗଞ୍ଜାମ, ୩୦ ଅପ୍ରେଲ (ହି.ସ.)- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଆଜି ବିଧାୟକ ପୋଲସରା ତଥା ବିଜ
ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କ ନାମାଙ୍କନ


ଗଞ୍ଜାମ, ୩୦ ଅପ୍ରେଲ (ହି.ସ.)- ଗଞ୍ଜାମ ଜିଲ୍ଲା ଛତ୍ରପୁର ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଆଜି ବିଧାୟକ ପୋଲସରା ତଥା ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁ ବିଜୁ ଜନତା ଦଳର ସମର୍ଥକ ମାନଙ୍କୁ ନେଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ହିନ୍ଦୁସ୍ଥାନ ସମାଚାର/ହୃଷୀକେଶ/ପ୍ରଦୀପ୍ତ/ସମନ୍ୱୟ


 rajesh pande