ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 30 ଏପ୍ରିଲ – ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ମଧ୍ୟାହ୍ନରେ ଛତ୍ରପୁ
ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 30 ଏପ୍ରିଲ – ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ମଧ୍ୟାହ୍ନରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଂକନ ପତ୍ର ଦାଖଲ କରିବା ବେଳେ ତାଙ୍କ ସହ ବିଜେଡିର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ ।

ଶ୍ରୀ ପଟ୍ଟନାୟକ କ୍ରମାଗତ ଷଷ୍ଠ ଥର ପାଇଁ ହିଂଜିଳି ନିର୍ବାଚନ ମଂଡଳୀରୁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଏହା ପୂର୍ବରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ମାଆଙ୍କ ଆଶୀର୍ବାଦ ନେଇଥିଲେ।

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ/ବନ୍ଦନା


 rajesh pande