ଉପରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 18 ମଇ (ହି.ସ.)- ଉପରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ
ଉପରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 18 ମଇ (ହି.ସ.)- ଉପରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଦେଶର ମାନନୀୟ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ସଭାପତି ଶ୍ରୀ ଜଗଦୀପ ଧନଖଡଙ୍କୁ ଜନ୍ମଦିନର ଅନେକ ଶୁଭକାମନା । ଜଗନ୍ନାଥ ମହାପ୍ରଭୁଙ୍କ ଠାରେ ଆପଣଙ୍କ ସୁସ୍ଥ ଓ ସୁଦୀର୍ଘ ଜୀବନ କାମନା କରୁଛି ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande