ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସମଲେଶ୍ୱରୀ ଦେବୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର/ସମ୍ବଲପୁର, 2 ମଇ (ହି.ସ.)- ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସମଲେଶ୍ୱରୀ ଦେବୀଙ୍କ ଦର୍ଶନ କରିଛନ୍ତି କେନ୍ଦ୍
ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସମଲେଶ୍ୱରୀ ଦେବୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର/ସମ୍ବଲପୁର, 2 ମଇ (ହି.ସ.)- ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସମଲେଶ୍ୱରୀ ଦେବୀଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିକଶିତ ସମ୍ବଲପୁର, ବିକଶିତ ଓଡ଼ିଶା ଓ ବିକଶିତ ଭାରତ ତଥା ଓଡ଼ିଆ ଅସ୍ମିତାର ଲଢେଇରେ ସାମିଲ ହେବା ପାଇଁ ସୁଯୋଗ ଦେଇଥିବାରୁ ସମ୍ବଲପୁରର ପ୍ରତ୍ୟେକ ଜନସାଧାରଣଙ୍କ ନିକଟରେ ମୁଁ କୃତଜ୍ଞ । ଆମର ସଂକଳ୍ପକୁ ସଫଳ କରିବା ପାଇଁ ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ଅଧିଷ୍ଠାତ୍ରୀ ଦେବୀ ମା’ସମଲେଶ୍ୱରୀଙ୍କ ଆଶୀର୍ବାଦ କାମନା କଲି । ଜୟ ଜଗନ୍ନାଥ, ଜୟ ମା' ସମଲେଇ ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande