ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ମଇ (ହି.ସ.)- ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ
ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ମଇ (ହି.ସ.)- ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାନ୍ତାଳୀ କବି ତଥା 'ଅଲ୍ ଚିକି' ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ସାନ୍ତାଳୀ ଭାଷାକୁ ସମୃଦ୍ଧ ଓ ଋଦ୍ଧିମନ୍ତ କରିବା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande