ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 23 ମଇ (ହି.ସ.)- ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ
ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 23 ମଇ (ହି.ସ.)- ବୁଦ୍ଧ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ତ୍ୟାଗ, ଅନୁଶାସନ, ଶାନ୍ତି ଓ ଆତ୍ମବଳର ଶିକ୍ଷା ଦେଇଥିବା ଭଗବାନ ବୁଦ୍ଧଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାର ହାର୍ଦ୍ଦିକ ଶୁଭେଚ୍ଛା ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande