ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ମଇ (ହି.ସ.)- ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ
ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ମଇ (ହି.ସ.)- ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହିମା ଧର୍ମର ଆଦିପ୍ରବକ୍ତା ସନ୍ଥ କବି ଭୀମ ଭୋଇଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ତାଙ୍କର କାଳଜୟୀ ରଚନା, ସାରସ୍ଵତ ସାଧନା ଏବଂ ଓଡ଼ିଆ ଭାଷା ସାହିତ୍ୟ ପ୍ରତି ଅବଦାନ ଚିର ସ୍ମରଣୀୟ ଓ ପ୍ରେରଣାଦାୟୀ ହୋଇ ରହିବ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande