ତାତିରୁ ମିଳିବ ଆଶ୍ୱସ୍ତି, 24 ଘଂଟାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର, 4 ମଇ (ହି.ସ.)- ତାତିରୁ ମିଳିବ ଆଶ୍ବସ୍ତି । ଆଗାମୀ ୨୪ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ଵବର୍ତ୍ତୀ ଜିଲ୍
ତାତିରୁ ମିଳିବ ଆଶ୍ୱସ୍ତି, 24 ଘଂଟାରେ କାଳବୈଶାଖୀ ସମ୍ଭାବନା


ଭୁବନେଶ୍ୱର, 4 ମଇ (ହି.ସ.)- ତାତିରୁ ମିଳିବ ଆଶ୍ବସ୍ତି । ଆଗାମୀ ୨୪ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଦିନର ତାପମାତ୍ରା ହ୍ରାସ ପାଇବ । ଆଗାମୀ ଦୁଇଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରାରେ ହ୍ରାସ ଘଟିବା ସମ୍ଭାବନା ରହିଛି ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande