୮ରେ ରାଜନାଥ, ୧୨ରେ ଅମିତ ଶାହଙ୍କ ଓଡିଶା ଗସ୍ତ
ଭୁବନେଶ୍ୱର, 5 ମଇ (ହି.ସ.) - ଆସନ୍ତା ୮ ତାରିଖରେ ଓଡିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସେହିପ
୮ରେ ରାଜନାଥ, ୧୨ରେ ଅମିତ ଶାହଙ୍କ ଓଡିଶା ଗସ୍ତ


ଭୁବନେଶ୍ୱର, 5 ମଇ (ହି.ସ.) - ଆସନ୍ତା ୮ ତାରିଖରେ ଓଡିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସେହିପରି ମଇ ୧୨ ତାରିଖରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଥରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ୮ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାୟଗଡ଼ାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବ । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲସିଂ ତୋମାର ଏହି ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ


 rajesh pande