ଧରଣୀଧର ନାଏକଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 5 ମଇ (ହି.ସ.)- ଧରଣୀଧର ନାଏକଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସି
ଧରଣୀଧର ନାଏକଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 5 ମଇ (ହି.ସ.)- ଧରଣୀଧର ନାଏକଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ବିପ୍ଳବୀ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande