ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମରଣ କଲେ ରାଜ୍ୟପାଳ
ଭୁବନେଶ୍ୱର, 5 ମଇ (ହି.ସ.)- ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମି
ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମରଣ କଲେ ରାଜ୍ୟପାଳ


ଭୁବନେଶ୍ୱର, 5 ମଇ (ହି.ସ.)- ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଲ ଚିକି ଲିପିର ଜନକ ତଥା ସାନ୍ତାଳୀ ଭାଷାର ମହାନ ସାହିତ୍ୟକାର ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande