ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଡ୍ରୋନ୍ ଉଡ଼ାଣ ଉପରେ କଟକଣା
ଭୁବନେଶ୍ୱର, 7 ମଇ (ହି.ସ.) - ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣ ଉପରେ କଟକଣା ଲଗାଯାଇ
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଡ୍ରୋନ୍ ଉଡ଼ାଣ ଉପରେ କଟକଣା


ଭୁବନେଶ୍ୱର, 7 ମଇ (ହି.ସ.) - ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣ ଉପରେ କଟକଣା ଲଗାଯାଇଛି । ନୋ ଫ୍ଲାଇଂ ଜୋନ୍ ସହ ଡ୍ରୋନ୍ ଉଡ଼ାଣ ବାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୧୦ ଓ ୧୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ରୋଡ୍ ସୋ’ କରିବା ସହ କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ଆୟୋଜିତ ସଭାରେ ଯୋଗ ଦେବେ । ସଭାସ୍ଥଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା ପାଇଁ ଗୁଇନ୍ଦା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ


 rajesh pande