ରବୀନ୍ଦ୍ରନାଥ ଟାଗୋରଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 7 ମଇ (ହି.ସ.)- ରବୀନ୍ଦ୍ର ନାଥ ଟାଗୋରଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋ
ରବୀନ୍ଦ୍ରନାଥ ଟାଗୋରଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 7 ମଇ (ହି.ସ.)- ରବୀନ୍ଦ୍ର ନାଥ ଟାଗୋରଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ଜନ୍ମ ବାର୍ଷିକୀରେ ଜାତୀୟ ସଂଗୀତର ରଚନା ନୋବେଲ ବିଜେତା ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ସେ ଜଣେ ମହାନ କବି, ଦାର୍ଶନିକ, କଳାକାର, ଶିକ୍ଷାବିତ୍ ଏବଂ ଔପନ୍ୟାସିକ ଥିଲେ। ଶିକ୍ଷାଗତ ସଂସ୍କାର ଏବଂ ମହିଳା ସଶକ୍ତିକରଣ ଉପରେ ତାଙ୍କର ଧାରଣା ଆଗାମୀ ପିଢିକୁ ପ୍ରେରଣା ଯୋଗାଇବ ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ


 rajesh pande