ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ଼ ସୋ.
ଭୁବନେଶ୍ୱର, 07 ମଇ - ଆସନ୍ତା ୧୦ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ଼ ସୋ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସ
ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ଼ ସୋ.


ଭୁବନେଶ୍ୱର, 07 ମଇ - ଆସନ୍ତା ୧୦ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ଼ ସୋ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସନ୍ଧ୍ୟା ୬ ଘଟିକା ସମୟରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ ଶୋ କରିବେ । ସେ ମାଷ୍ଟର କ୍ୟାଣ୍ଟନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ଶୋ କରିବେ । ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏହି ରୋଡ଼ ସୋରେ ଯୋଗଦେବାକୁ ଅଡିଓ ବାର୍ତା ଦ୍ୱାରା ଜନସାଧାରଣଙ୍କୁ ଅପିଲ କରିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ/ବନ୍ଦନା


 rajesh pande